ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମଙ୍ଗରାଜପୁରରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ଉ କରିବା ସହ ସେଠାରୁ ୮ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଠାରୁ ନଗଦ ୧୯ ହଜାର ୨୪୦ ଟଙ୍କା ଜବତ ହୋଇଛି । ଦିଗପହଣ୍ଡି ଥାନାରେ ଏ ସଂକ୍ରାନ୍ତରେ ଏକ ମାମଲା ରୁଜ୍ଜୁ ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO