ଭୁବନେଶ୍ୱର, ଜଗତସିଂହପୁରର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ଯେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଜଗତସିଂହପୁରର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଭାରତ ଛାଡ଼ ଆନ୍ଦୋଳନରେ ଯୋଗଦାନ ସହ ଦେଶ ସ୍ୱାଧୀନତା ପାଇଁ ତାଙ୍କ ଅବଦାନ ଅତୁଳନୀୟ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ।
Related Stories
May 3, 2024