ଗଞ୍ଜାମ, ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) କମିଶନର ଏ. ସୋନାଲ୍ ବ୍ରହ୍ମପୁର ବଡବଜାର ଓ ସାନ ବଜାର ଅଂଚଳରେ ଥିବା ବିଭିନ୍ନ ହୋଟେଲ ଓ ରେଷ୍ଟୁରାଂଟ ଉପରେ ଆଜି ଚଢ଼ଉ କରି ଅପମିଶ୍ରିତ, ବିଶାକ୍ତ ଓ ବାସି ଖାଦ୍ୟର ଯାଂଚ୍ କରିଥିଲେ । ଏହି ଘଟଣାରେ ୬ଟି ଦୋକାନରୁ ୭୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଅନ୍ୟାନ୍ୟ ହୋଟେଲ, ରେଷ୍ଟୁରାଂଟ ଗୁଡିକୁ ମଧ୍ୟ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO