ଭୁବନେଶ୍ଵର, ବାୟୁମଣ୍ଡଳର ଉପରି ଭାଗରେ ପଶ୍ଚିମା ବାୟୁପ୍ରବାହ ସହ ଜଡ଼ିତ ନିମ୍ନଚାପ ରେଖା ପ୍ରଭାବରେ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତୀ ଜିଲ୍ଲା ଗୁଡିକରେ ଆକାଶ ମେଘୁଆ ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO