ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୪ତମ ଥର ପାଇଁ ମତଦାନ ଅଧିକାର ସାବ୍ୟସ୍ତ କରିଥିବା ୧୦୬ ବର୍ଷ ବୟସ୍କ ଶ୍ୟାମ ସରଣ ନେଗିଙ୍କୁ ପ୍ରଶଂସା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଏହା ପ୍ରଶଂସନୀୟ ଓ ନିର୍ବାଚନରେ ଭାଗ ନେଇ ଗଣତନ୍ତ୍ରକୁ ମଜବୁତ କରିବାରେ ଆମ ଯୁବପୀଢିଙ୍କୁ ପ୍ରେରିତ କରିବ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO