
କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନା ରେ ବ୍ରହ୍ମଗିରି ପଞ୍ଚାୟତ କାଳିକାବାଡ଼ି ଠାରେ ଏକ ଅତ୍ୟାଧୁନିକ ବ୍ରଏଲର୍ ଫାର୍ମିଂ ଉଦଘାଟନ କରିଛନ୍ତି ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା। ଏହି ସମୟରେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ଵପ୍ନାରାଣି ସ୍ଵାଇଁ,ସାଂସଦଙ୍କ ପ୍ରତିନିଧି ଯୁଧିଷ୍ଠିର ନାୟକ, ବି ଜେ ଡି ବ୍ରହ୍ମଗିରି ବ୍ଲକ ସଭାପତି ବିଦ୍ୟାଧର ସ୍ଵାଇଁ ଉପସ୍ଥିତ ଥିଲେl