
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଣ୍ଡିତ ନୀଳକଣ୍ଠ ଦାସଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ -ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାହିତ୍ୟିକ ତଥା ସତ୍ୟବାଦୀ ବନବିଦ୍ୟାଳୟର ଅନ୍ୟତମ ସୂତ୍ରଧର ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥିରେ ଗଭୀର ଶ୍ରଦ୍ଧାଞ୍ଜଳି ।