ଭୁୁବନେଶ୍ୱର , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସିଦ୍ଧ ବୈଜ୍ଞାନିକ ସିଭି ରମଣଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପ୍ରସିଦ୍ଧ ପଦାର୍ଥ ବିଜ୍ଞାନୀ, ନୋବେଲ ବିଜେତା ତଥା ଭାରତରତ୍ନ ସିଭି ରମଣଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି । ତାଙ୍କର ରମଣ ଏଫେକ୍ଟର ଆବିଷ୍କାର ଓ ବିଜ୍ଞାନ କ୍ଷେତ୍ରରେ କରା ଯାଇଥିବା କାମ ପାଇଁ ସାରା ବିଶ୍ୱର ବିଜ୍ଞାନ ଛାତ୍ର ମାନଙ୍କ ପ୍ରେରଣାର ସ୍ରୋତ ହୋଇ ରହିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO