ଭୁବନେଶ୍ୱର,ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ସରକାରୀ ବାସଭବନ ସାମ୍ନାରେ ରାସ୍ତା ଅବରୋଧ କରିଛନ୍ତି କିଡନୀ ରୋଗୀ । ଔଷଧ ଅସୁବିଧା ନେଇ କିଡ୍ନୀ ରୋଗୀମାନେ ରାତି ତମାମ ମନ୍ତ୍ରୀଙ୍କ ଘର ଆଗରେ ବସିଥିଲେ । ପରେ ସେମାନେ ମନ୍ତ୍ରୀଙ୍କ ଘର ସାମ୍ନା ରାଜଭବନ-ଏଜି ରାସ୍ତା ଅବରୋଧ କରିବା ସହ ଧାରଣା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO