ଭୁୁବନେଶ୍ୱର, ରାଜ୍ୟରେ ବଢିବ ଶୀତ । ଆଗାମୀ ୩ ରୁ ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏଁ ତଳକୁ ଖସିବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଶୀତର ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO