ଭୋପାଳ, ମଧ୍ୟ ପ୍ରଦେଶର ମୁରୈନାରେ କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ରାଜ୍ୟ ସରକାରଙ୍କ ସହଯୋଗରେ ଏକ ମେଗା କୃଷି ମେଳାର ଆଜି ଶୁଭାରମ୍ଭ ହେବ । ଏଥିରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମର ଓ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉପସ୍ଥିତ ରହିବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO