ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୟନ୍ତୀ ଅବସରରେ ଡ଼. ମାୟାଧର ମାନସିଂହଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ବିଶିଷ୍ଟ କବି ତଥା ଔପନ୍ୟାସିକ ‘ପ୍ରଣୟ କବି’ ଡ. ମାୟାଧର ମାନସିଂହଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।