ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ପ୍ରଥମାଷ୍ଟମୀ ଅବସରରେ ପରିବାରର ଜ୍ୟେଷ୍ଠ ସନ୍ତାନମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ସୁଖ ଓ ମଙ୍ଗଳମୟ ହେଉ।
Related Stories
November 23, 2024