ଭୁବନେଶ୍ୱର, ରାଜ୍ୟ କଂଗ୍ରେସ ପାର୍ଟି ଅଫିସ ‘କଂଗ୍ରେସ ଭବନ’ ରୁ ଆସବାବପତ୍ର ଚୋରି ହୋଇଥିବା ଜଣା ପଡିଛି । ।କଂଗ୍ରେସ ଭବନ ଅଫିସ ଇନଚାର୍ଜ ବୈଦ୍ୟନାଥ ସ୍ୱାଇଁ କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି। ଏତଲାରେ ଦର୍ଶାଯାଇଛି ଯେ ଫର୍ଣ୍ଣିଚର ସହ ଏସି ଷ୍ଟାବ୍ଲାଇଜର ଓ ତମ୍ବା ତାର ଚୋରି ହୋଇଛି।
ଏହା ସହ ଶ୍ରୀ ସ୍ୱାଇଁ ରାତିରେ କଂଗ୍ରେସ ଭବନ ନିକଟରେ ପୁଲିସ ପାଟ୍ରୋଲିଂକୁ ବ୍ୟାପକ କରିବାକୁ ଅନୁରୋଧ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO