ଭୁବନେଶ୍ଵର,ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ଵବର୍ତୀ ଅଂଚଳରେ ସକ୍ରିୟ ରହିଛି ଏକ ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କି.ମି. ଯାଏଁ ବ୍ୟାପିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 2, 2024