ଭୁବନେଶ୍ୱର , ଭାରତ ସରକାରଙ୍କ ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ ସାରା ଦେଶରେ ଜୀବନ ପ୍ରମାଣ ଆପ୍ ଜରିଆରେ ପେନସନଭୋଗୀଙ୍କ ପାଇଁ ଫେସ ଅଥେଣ୍ଟିକେସନ ପ୍ରଯୁକ୍ତି ମାଧ୍ୟମରେ ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର ଅନୁଷ୍ଠିତ ହେଉଛି । ଏହି କ୍ରମରେ ଭୁବନେଶ୍ବର ପ୍ରଶାସନିକ କାର୍ଯ୍ୟାଳୟ ମାର୍ଗଦର୍ଶନରେ କଟକସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଏକ ଜୀବନ ପ୍ରମାଣପତ୍ର ଦାଖଲ ଶିବିର ଅନୁଷ୍ଠିତ ହୋଇଥିଲା ।
Related Stories
November 23, 2024