ନୂଆଦିଲ୍ଲୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ ମାନ୍ୟବର ଶ୍ରୀ ଟିମ୍ ୱାଟସ୍ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଯୁବ ବ୍ୟାପାର, କ୍ରୀଡ଼ା, ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂହ ଠାକୁରଙ୍କୁ ସାକ୍ଷାତ କରିଛନ୍ତି ।
ଅତିଥିମାନଙ୍କ ମଧ୍ୟରେ ଉଚ୍ଚାୟୁକ୍ତ ଶ୍ରୀ ବେରୀ ଓ’ ଫାରେଲ ଏଓ, ସହାୟକ ମନ୍ତ୍ରୀ ଶ୍ରୀ ଲୁଇସା ବୋକନର, ଅଷ୍ଟ୍ରେଲୀୟ ଉଚ୍ଚାୟୁକ୍ତର ଦ୍ବିତୀୟ ସଚିବ (ରାଜନୈତିକ) ଶ୍ରୀ ଜ୍ୟାକ୍ ଟେଲର ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO