ଜୟପୁର ,ଜୟପୁର ବ୍ଲକ ଅନ୍ତର୍ଗତ ପୁଜାରିପୁଟ ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ବିଡିଓ ରାଜୀବ ଦାସ, ଏବିଡିଓ ମନୋଜ ନାୟକ , ସରପଞ୍ଚ, ସମିତି ସଭ୍ୟା, କନିଷ୍ଠ ଯନ୍ତ୍ରୀ , ପିଇଓ, ଜିଆରଏସ ସ୍ୱାସ୍ଥ୍ୟ ବିଭାଗ, ଆଇସିଡିଏସ ହଟିକଲଚର, ଅନ୍ୟ ଲାଇନ ର ଅଧିକାରି ମାନେ ଉପସ୍ଥିତ ଥିଲେ । ବିଭିନ୍ନ ମୌଳିକ ସମସ୍ୟା ଅଭିଯୋଗର ଶୁଣାଣି ହୋଇଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO