
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ
ପୁରୀ ,ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଅଜୟ କୁମାର ଜେନା |ତାଙ୍କୁ ଦେଖା କରି ଡାକ୍ତର ଟିମ୍ ଙ୍କୁ ଶ୍ରୀ ଜେନାଙ୍କ ସ୍ଵାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିବା ସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ)ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା |