ବଲାଙ୍ଗୀର, ଗନ୍ଧମାର୍ଦ୍ଧନ ପାହାଡ଼ ନିକଟରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି । ଏଥିରେ ଦୁଇ ମହିଳା ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ଠାରୁ ବନ୍ଧୁକ ଓ ମାଓ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି ।
ସୂଚନା ଅନୁସାରେ, ଆଜି ସକାଳେ ଏସଓଜି ଓ ଡିଭିଏଫ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ତେବେ ବର୍ତ୍ତମାନ ସୁଦ୍ଧା ପୁଲିସର ସର୍ଚ୍ଚ ଅପରେସନ ଜାରି ରହିଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO