
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଦାତୋ’ ସେରି @anwaribrahim । ଭାରତ- ମାଲେସିଆ ବର୍ଦ୍ଧିତ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଏକାଠି କାମ କରିବାକୁ ଆଶାବାଦୀ ।”