ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଦାତୋ’ ସେରି @anwaribrahim । ଭାରତ- ମାଲେସିଆ ବର୍ଦ୍ଧିତ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଏକାଠି କାମ କରିବାକୁ ଆଶାବାଦୀ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO