ନୂଆଦିଲ୍ଲୀ, ସମ୍ବିଧାନ ଦିବସ ଅବସରରେ ଏକ ସମାରୋହର ଆୟୋଜନ ସଂସଦ ଭବନ ନୂଆଦିଲ୍ଲୀର କେନ୍ଦ୍ରୀୟ କକ୍ଷରେ ସକାଳ 11ଟାରେ କରାଯିବ । ନୂଆଦିଲ୍ଲୀ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ମୋଦୀ, ଓ ସଂସଦର ସଦସ୍ୟ ମାନେ ଭାଗ ନେବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO