ଜୟପୁର, ଜୟପୁର ଟାଉନ ପୋଲିସ ଫେରାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଦୁଇ ଅଭିଯୁକ୍ତ ହେଲେ ରାମ ଚନ୍ଦ୍ର ଗରଡା ଓ ଫୁଲ ଧର ଗରଡା । ପୋଲିସ ସୂଚନା ଅନୁଯାୟୀ, ୨୦୧୮ରେ ଏମାନଙ୍କ ନାମରେ ଡକାୟତି ମାମଲା ରହିଥିଲା । ସେହି ଦିନ ଠାରୁ ଦୁଇ ଅଭିଯୁକ୍ତ ଭାଇ ଫେରାର ଥିବା ବେଳେ ଆଜି କାଉ ଡମ୍ବ ସାହିରେ ଚଢଉ କରି ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଟାଉନ ପୋଲିସ ତରଫରୁ ସୂଚନା ଦିଆଯାଇଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO