
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ
ପୁରୀ ,ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମା। ତାଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ ଜଗତରେ ଅପୂରଣୀୟ କ୍ଷତି ଘଟିଛି ବୋଲି ସେ ପ୍ରକାଶ କରିଛନ୍ତି ।
ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଶ୍ରୀଵର୍ମା ସମବେଦନା ଜଣାଇଛନ୍ତି ।