ମାଲକାନଗିରି, ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକ ଅନ୍ତର୍ଗତ ଗୋବିନ୍ଦପାଲି ଅଲେଖ ମହିମା ଆଶ୍ରମ ଠାରେ ବାର୍ଷିକ ଯଜ୍ଞ ଗତକାଲି ରାତ୍ରରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଯଜ୍ଞ ଅବସରରେ ବାବା ବିନା କର, ସାଧୁ ଲମ୍ବୁଧର ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଗୁରୁ ଭକ୍ତ, ଶିବ ଭକ୍ତ, ଚନ୍ଦ୍ର ଭକ୍ତ, ଜଗନ୍ନାଥ ଭକ୍ତ। ସ୍ଥାନୀୟ ଅଞ୍ଚଳରୁ ବହୁ ସଂଖ୍ୟାରେ ଭକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO