ନୂଆଦିଲ୍ଲୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଦିନ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଜୟନ୍ତୀରେ ତାଙ୍କ ଚିତ୍ରରେ ପୁଷ୍ପାଂଜଳି ଅର୍ପିତ କରିଛନ୍ତି । ସେ ଓ ରାଷ୍ଟ୍ରପତିଭବନର ଅଧିକାରୀ ମାନେ ପ୍ରଣବ ମୁଖାର୍ଜୀଙ୍କ ଫଟୋଚିତ୍ରରେ ପୁଷ୍ପାଂଜଳି ଅର୍ପଣ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO