ଶିମଲା, ଆଜି ହିମାଚଳ ପ୍ରଦେଶରେ ସରକାର ଗଠନ କରିବ କଂଗ୍ରେସ । ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୁଖବିନ୍ଦର ସିଂହ । ଆଜି ଅପରାହ୍ନ ୧ଟା ୩୦ରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ ମୁକେଶ ଅଗ୍ନିହୋତ୍ରୀ ଶପଥ ନେବେ ।
ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧିଙ୍କ ସମେତ ଦଳର ଅନ୍ୟାନ୍ୟ ବରିଷ୍ଠ କର୍ମକର୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO