କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ପୁରୀ ,ବ୍ରହ୍ମଗିରି ବ୍ଲକ ଆମପଡ଼ା ପଞ୍ଚାୟତ ନରସିଂହପାଟଣା ଠାରେ ନିର୍ମାଣ ହେବାକୁ ଥିବା କଣ୍ଟ୍ରୋଲ ଷ୍ଟ୍ରଚର ର ସ୍ଥାନ ନିରୂପଣ ପାଇଁ ବୁଲି ଦେଖିବା ସହ ଗ୍ରାମବାସୀଙ୍କ ସହ ଆଲୋଚନ କରିଥିଲେ ଅଧ୍ୟକ୍ଷl, ଜିଲ୍ଲା ପରିଷଦ, ପୁରୀଙ୍କ ପ୍ରତିନିଧି ଶ୍ରୀଯୁକ୍ତ ବିଦ୍ୟାଧର ସ୍ଵାଇଁ l ଆମପଡ଼ା ସରପଞ୍ଚ ସୁଜାତା ନାୟକ, ସମିତି ସଭ୍ଯ ସଞ୍ଜୟ ପ୍ରଧାନ ଓ ଡ୍ରେନେଜ ବିଭାଗ ଅଧିକାରୀ ମାନେ ଉପସ୍ଥିତ ଥିଲେ l
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO