ଭୁବନେଶ୍ଵର, ଆଗାମୀ ୨ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଦୁଇ ଦିନ ପରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ରାତ୍ରି ତାପମାତ୍ରାରେ ବୃଦ୍ଧି ସମ୍ଭାବନା ଥିବା ବେଳେ ରାଜ୍ୟରେ ଶୀତର ପ୍ରକୋପ କମିବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 24, 2024