ଭୁବନେଶ୍ଵର, ଦୁଇ ଦିନ ପରେ ରାତ୍ରି ତାପମାତ୍ରା ୨ ରୁ ୪ ଡ଼ିଗ୍ରୀ ଯାଏଁ ବଢିବାର ସମ୍ଭାବନା ହେତୁ ଶୀତର ପ୍ରକୋପ କମିବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 23, 2024