ଭୁବନେଶ୍ୱର, ଭୁବନେଶ୍ୱରରେ ପୁଣି ଥରେ ଆଜି ପଥୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମରେ ରାଜଧାନୀର ଲୋକ ମାନେ ନାଚ ଗୀତ କରୁଥିବା ଦେଖିବାକୁ ମିଳିଛି ।
ବିଏମସି, ବିଡିଏ ଓ ସ୍ମାର୍ଟ ସିଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ନାଚଗୀତ, ସ୍କେଟିଂ, ସାଇକେଲିଂ ଓ ବିଭିନ୍ନ ଖେଳର ଆସର ଜମିଛି । ଆଗକୁ ହକି ବିଶ୍ବକପ ଆସୁଥିବା ବେଳେ ରାହାଗିରି ଲୋକଙ୍କ ମନରେ ନୂଆ ଉତ୍ସାହ ଭରିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO