
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ
ପୁରୀ ,ପୁରୀ ଭିକ୍ଟୋରିଆ ହୋଟେଲ ସମ୍ମୁଖିନ ସମୁଦ୍ରକୁଳ ଠାରେ ବିଶ୍ୱ ହକି ଟ୍ରଫି କୁ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା |ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ପିପିଲି ବିଧାୟକ ରୁଦ୍ର ମହାରଥୀ ଅଧ୍ୟକ୍ଷl, ଜିଲ୍ଲା ପରିଷଦ, ପୁରୀ ଶ୍ରୀମତୀ ସ୍ଵପ୍ନlରାଣୀ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଏସପି ମିହିର ରଞ୍ଜନ ପଣ୍ଡା ପ୍ରମୁଖ ପରିଚାଳନା କରିଥିଲେ l