ପୁରୀ, ନୂଆବର୍ଷ ପାଇଁ ଡିସେମ୍ବର ୩୧ ଓ ଜାନୁଆରୀ ୧ ଅର୍ଥାତ୍ ଆଜି ଓ ଆସନ୍ତାକାଲି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି ଲାଗିବ । ସେ ଦୃଷ୍ଟିରୁ ଆଜି ସଅଳ ପହୁଡ଼ କରି ରାତି ୧ଟାରେ ପରଦିନର ଦ୍ଵାରଫିଟା ନୀତି ଅନୁଷ୍ଠିତ ହେବ । ଏହାପରେ ଶ୍ରୀଜୀଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପାଦନ କରାଯିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO