ନୂଆଦିଲ୍ଲୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଇଂରାଜୀ ନବ ବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆପଣ ସମସ୍ତଙ୍କୁ ନବ ବର୍ଷର ଶୁଭକାମନା । ବିଦେଶରେ ରହୁଥିବା ସମସ୍ତ ସାଥୀ ନାଗରିକ ଓ ଭାରତୀୟ ମାନଙ୍କୁ ଶୁଭକାମନା । ୨୦୨୩ ବର୍ଷ ଆମ ଜୀବନରେ ନୂଆ ପ୍ରେରଣା, ଲକ୍ଷ୍ୟ ଓ ଉପଲବ୍ଧି ନେଇ ଆସୁ । ଆସନ୍ତୁ ଦେଶର ଏକତା, ଅଖଣ୍ଡତା ଓ ସମାବେଶୀ ବିକାଶ ପାଇଁ ପୁଣି ଥରେ ନିଜକୁ ସମର୍ପିତ କରିବାକୁ ସଂକଳ୍ପ ନେବା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO