ନୂଆଦିଲ୍ଲୀ, ଆଜି ଠାରୁ କେନ୍ଦ୍ର ସରକାର ନୂତନ ସମନ୍ବିତ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ସଂଶୋଧିତ କାର୍ଯ୍ୟସୂଚୀ ବିଷୟରେ ବିଜ୍ଞପ୍ତି ଜାରି କରାଯାଇଛି। ଏହା ଅନ୍ତର୍ଗତ ଏଏୱାଇ ଏବଂ ପିଏଚଏଚ ହିତାଧିକାରୀଙ୍କ ପାଇଁ ଖାଦ୍ୟଶସ୍ୟ ବିନା ମୂଲ୍ୟରେ ପ୍ରଦାନ କରାଯିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO