ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଧୀନତା ସଂଗ୍ରାମୀ ଚକରା ବିଷୋୟୀଙ୍କୁ ଜୟନ୍ତୀରେ ପ୍ରଣାମ ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ମହାନାୟକ ବିପ୍ଳବୀ ଚକରା ବିଷୋୟୀଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।