ପାରାଦ୍ଵୀପ, ପାରାଦ୍ଵୀପ ସମେତ ଏହାର ଆଖପାଖରେ ବିଦେଶାଗତ ପକ୍ଷୀ ଗଣନା କାର୍ଯ୍ୟ ଆଜି ସକାଳ ଠାରୁ ଆରମ୍ଭ ହୋଇଛି । ୫ଟି ବିଭାଗ ଏହି ଗଣନା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ବିଶେଷ କରି ଶୀତ ଋତୁରେ ଏଠାକୁ ବହୁ ସଂଖ୍ୟାରେ ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥାଏ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO