ବାରିପଦା, ଗତକାଲି ବିଳମ୍ବିତ ରାତିରେ ଦୁଧିଆଣି ରେଞ୍ଜ୍ ଅଂଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଦେଖିବାକୁ ମିଳିଛି । ହାତୀଟି ସେଠାରେ ୩ଟି ଘର ଭାଙ୍ଗିଛି ଏବଂ ବ୍ୟାପକ ସମ୍ପତି ନଷ୍ଟ କରିଥିବା ନେଇ ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ ହାତୀ ଉପଦ୍ରବକୁ ନେଇ ଅଂଚଳବାସୀ ଭୟଭିତ ହୋଇପଡିଛନ୍ତି । ହାତୀ ଘଉଡାଇବା ଦିଗରେ ବନ ବିଭାଗ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO