ପାରାଦୀପ, ହୃଦଘାତରେ ଋଷୀୟ ଯନ୍ତ୍ରୀ ମିଲ୍ ୟାକୁବ ସର୍ଜେଇଙ୍କ ମୃତ୍ୟୁ ଘଟିଥିଲା । ତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଛି ।
ପ୍ରକାଶ ଥାଉକି, ଗତ ୩ ତାରିଖରେ ପାରାଦୀପ ପୋର୍ଟ ଆଙ୍କରିଙ୍ଗ ଜୋନ୍ ରେ ଥିବା ଏକ ଜାହାଜରୁ ଏହି ରୁଷୀୟ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO