ଭୁବନେଶ୍ଵର, ଆଜି ରାତ୍ରି ସମୟରୁ ଆସନ୍ତାକାଲି ସକାଳ ସମୟ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ, ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ସମ୍ଭାବନା ଥିବାରୁ ୟେଲୋ- ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO