ନୂଆଦିଲ୍ଲୀ,ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ଦେହରାଦୁନର ଛାଉଣୀରେ ଜସୱନ୍ତ ମୈଦାନରେ ସଶସ୍ତ୍ର ସେନା ଭୂତପୂର୍ବ ସୈନିକ ରାଲୀକୁ ସମ୍ବୋଧିତ କରିବେ । ଏହା ସହିତ ସେ ସପ୍ତମ ସଶସ୍ତ୍ର ସେନା ଭୂତପୂର୍ବ ସୈନିକ ଦିବସ ସମାରୋହରେ ଅଧ୍ୟକ୍ଷତା କରିବେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO