
କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ତାଙ୍କ ପତ୍ନୀ ଶ୍ରେୟା ମିଶ୍ର ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଛନ୍ତି । ସେ ଥାନାରେ ପାରିବାରିକ ହିଂସା ଓ ଦାମ୍ପତ୍ୟ କଳହ ସଂପର୍କରେ ଅଭିଯୋଗ କରିଛନ୍ତି । ଉଭୟଙ୍କୁ କାଉନସେଲିଂ ପାଇଁ ଥାନାକୁ ଡକାଯିବ ବୋଲି କଟକ ଡିସିପି ପିନାକ ମିଶ୍ର କହିଛନ୍ତି ।