ଭୁବନେଶ୍ଵର, ଆଜି ସକାଳେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ନୟାଗଡ଼, କଟକ, ଅନୁଗୁଳ, ଫୁଲବାଣୀ ଏବଂ ବଲାଙ୍ଗିରରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି । ନୟାଗଡ଼ରେ ଏହାର ଦୃଶ୍ୟମାନ ଦୂରତା ୭୫ ମିଟର ରହିଥିବା ବେଳେ କଟକରେ ୧୦୦ ମିଟର, ଅନୁଗୁଳରେ ୧୦୦ ମିଟର, ଫୁଲବାଣୀରେ ୧୦୦ ମିଟର ଏବଂ ବଲାଙ୍ଗିରରେ ୧୫୦ ମିଟର ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO