ଭୁବନେଶ୍ୱର, ରାଜ୍ୟର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ନବ ଦାସଙ୍କ ମୃତ୍ୟୁ ପରେ ନିରଞ୍ଜନ ପୂଜାରୀଙ୍କୁ ମୁଖ୍ୟମନ୍ତ୍ରୀ ଏହି ଦାୟିତ୍ୱ ଦେଇଛନ୍ତି । ରାଜ୍ୟପାଳଙ୍କ ଅନୁମୋଦନ ପରେ ଶ୍ରୀ ପୁଜାରୀଙ୍କୁ ମୁଖ୍ୟମନ୍ତ୍ରୀ ଏହି ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ନେଇ ସୂଚନା ଦିଆଯାଇଛି ।
Related Stories
November 25, 2024