ନୂଆଦିଲ୍ଲୀ, ନବୋଦୟ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପ୍ରବେଶ ପାଇଁ ଆବେଦନ କରିବାର ଆଜି ହେଉଛି ଶେଷ ତାରିଖ । ଆଗାମୀ 29 ତାରିଖ ଦିନ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ।