ଭୁୁବନେଶ୍ୱର, ଜୟପୁର ସ୍ଥିତ ବିକ୍ରମ ଦେବ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଅପଗ୍ରେଡ କରି ଆଫିଲେଟେଡ ବିଶ୍ୱବିଦ୍ୟାଳୟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆସନ୍ତା କାଲି ଏହି ମହାବିଦ୍ୟାଳୟର ପ୍ଲାଟିମନ ଜୁବୁଲି କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO