ଜଗତସିଂହପୁର, ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ ବଢିଛି । ତାଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ଜଣା ପଡିଛି । ଜଗତସିଂହପୁରର ଏସଡିପିଓ ରମେଶ ସିଂ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସୋମାଲିକାଙ୍କ ଅଭିଯୋଗ ଆଧାରରେ ଜଗତସିଂହପୁର ଥାନାରେ ମାମଲା ରୁଜୁ ହୋଇଛି ।
ଉଲ୍ଲେଖନୀୟ ଯେ ବିଜୟ ଶଙ୍କରଙ୍କ ନାଁରେ ମାମଲା ରୁଜୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।