ଭୁବନେଶ୍ଵର, ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉତର ତଥା ଉତର-ପଶ୍ଚିମ ଦିଗରୁ ଶୁଷ୍କ-ଥଣ୍ଡା ବାୟୁ ପ୍ରଭାବରେ, ଆଗାମୀ ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024