
ଭୁବନେଶ୍ୱର. ଭୁବନେଶ୍ୱର ଠାରେ ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ଆଧୁନିକ ଓଡ଼ିଶାର ସ୍ରଷ୍ଟା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ତାଙ୍କ ସହ ବିଜେପି ସଭାପତି ସମୀର ମହାନ୍ତି ଓ ଅନ୍ୟ ମାନେ ମଧ୍ୟ ଉପସ୍ଥିତ ଥିଲେ ।